ନୂଆଦିଲ୍ଲୀ: ଆପ ପାଇଁ ଖୁସି ଖବର। ବଡ଼ ବିଜୟ ହାସଲ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ମର୍ଲେନା। କାଲକାଜୀ ଆସନରୁ ଜିତିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ। ଭାଜପାର ରମେଶ ବିଧୁରୀଙ୍କୁ ୩୫୦୦ ଭୋଟରେ ପରାସ୍ତ କଲେ ଆତିଶୀ। ଆପ୍ର ବହୁ ହେଭିୱେଟ ନେତା ଚଳିତ ନିର୍ବାଚନରେ ପରାଜୟ ବରଣ କରିଥିବାବେଳେ ଆତିଶୀଙ୍କ ବିଜୟ ଆପ୍ର ସମ୍ମାନ ରକ୍ଷା କରିବାରେ ସହାୟକ ହୋଇଛି। ଆତିଶୀ ୩ ହଜାର ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛନ୍ତି। ଚଳିତ ଥର ଆପ୍ ସରକାର ଗଢ଼ିବା ଆଶା ଶୂନ୍ୟ ହୋଇଥିବାବେଳେ ଦୀର୍ଘବର୍ଷ ପରେ ବିରୋଧୀ ଦଳର ଭୂମିକା ନିର୍ବାହ କରିବାକୁ ଯାଉଛି।
ପ୍ରମୁଖ ଖବର
ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍, କ୍ୟାବିନେଟ୍ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ