ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

କ୍ୟାମ୍ପସ୍‌କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି ଭିତରେ ନେପାଳ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି ଭିତରେ ନେପାଳ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ନେପାଳର କାଉନସେଲର ସଞ୍ଜୀବ ଦାସବର୍ମା,ନବୀନରାଜ ଅଧିକାରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ନ୍ୟାୟ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କିଟ୍‌ କ୍ୟାମ୍ପସ୍‌ରେ ପୁଣି ଥରେ ଶାନ୍ତି ଫେରିବ ବୋଲି କହିଛନ୍ତି। କ୍ୟାମ୍ପସ୍‌କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଅପିଲ୍‌ କରିଛନ୍ତି। ନେପାଳ ଅଫିସିଆଲଙ୍କ ସହ ଷ୍ଟେଟ ଗେଷ୍ଟ ହାଉସ୍‌ରେ ଘଟଣା ବିଷୟରେ ଆଲୋଚନା କରାଯାଇଛି। ମନ୍ତ୍ରୀ ମୁକେଶ ମହାଲିଙ୍ଗ, ସୂର୍ଯ୍ୟବଂଶୀ ସୂରଜ ଓ ମୁଖ୍ୟ ସଚିବଙ୍କ ସହ ଆଲୋଚନା କରିଛନ୍ତି। ନେପାଳ ବୈଦେଶିକ ମନ୍ତ୍ରୀ ମଧ୍ୟ ସୂର୍ଯ୍ୟବଂଶୀଙ୍କ ସହ କଥା ହୋଇଛନ୍ତି।

Leave A Reply

Your email address will not be published.