ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

କ୍ୟାମ୍ପସ୍‌କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି ଭିତରେ ନେପାଳ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି ଭିତରେ ନେପାଳ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ନେପାଳର କାଉନସେଲର ସଞ୍ଜୀବ ଦାସବର୍ମା,ନବୀନରାଜ ଅଧିକାରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ନ୍ୟାୟ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କିଟ୍‌ କ୍ୟାମ୍ପସ୍‌ରେ ପୁଣି ଥରେ ଶାନ୍ତି ଫେରିବ ବୋଲି କହିଛନ୍ତି। କ୍ୟାମ୍ପସ୍‌କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଅପିଲ୍‌ କରିଛନ୍ତି। ନେପାଳ ଅଫିସିଆଲଙ୍କ ସହ ଷ୍ଟେଟ ଗେଷ୍ଟ ହାଉସ୍‌ରେ ଘଟଣା ବିଷୟରେ ଆଲୋଚନା କରାଯାଇଛି। ମନ୍ତ୍ରୀ ମୁକେଶ ମହାଲିଙ୍ଗ, ସୂର୍ଯ୍ୟବଂଶୀ ସୂରଜ ଓ ମୁଖ୍ୟ ସଚିବଙ୍କ ସହ ଆଲୋଚନା କରିଛନ୍ତି। ନେପାଳ ବୈଦେଶିକ ମନ୍ତ୍ରୀ ମଧ୍ୟ ସୂର୍ଯ୍ୟବଂଶୀଙ୍କ ସହ କଥା ହୋଇଛନ୍ତି।

Leave A Reply

Your email address will not be published.