ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ପଞ୍ଚାୟତ ନିର୍ବାଚନ ବର୍ଜନ ପାଇଁ ୨ ଜଣଙ୍କୁ କଲେ ହତ୍ୟା ମାଓବାଦୀ

0

ବିଜାପୁର: ଛତିଶଗଡ଼ ବିଜାପୁର କୁସଲନାର ଗାଁରେ ୨ ଜଣଙ୍କୁ ହତ୍ୟା କରିଛନ୍ତି ଲାଲବାହିନୀ। ଜଣେ ଶିକ୍ଷକଙ୍କ ସମେତ ୨ ଜଣଙ୍କୁ ହତ୍ୟା କରିଛନ୍ତି ନକ୍ସଲ। ଏଥିସହିତ ପଞ୍ଚାୟତ ନିର୍ବାଚନକୁ ବର୍ଜନ କରିବାକୁ ଆହ୍ବାନ ଦେଇଛନ୍ତି ମାଓବାଦୀ। ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଘଟଣାରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜୋରଦାର ସର୍ଚ୍ଚ ଅପରେସନ କରାଯାଉଛି।

ସୂଚନା ଥାଉକି, ଛତିଶଗଡରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହି ଅବସରରେ ମାତିଛନ୍ତି ମାଓବାଦୀ। ନିର୍ବାଚନ ବେଳେ ହିଂସା କାଣ୍ଡ ଘଟାଇ ବିଜାପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛନ୍ତି ମାଓବାଦୀ। ତେବେ ମାଓବାଦୀଙ୍କୁ ଉଚିତ୍ ଜବାବ୍ ଦେବା ଲାଗି ଘଟଣାସ୍ଥଳରେ ସୁରକ୍ଷାକର୍ମୀ ପହଞ୍ଚିଛନ୍ତି। ତେବେ ଏହି ଘଟଣା ପରେ କୋମ୍ୱିଂ ଅପରେସନ ଆରମ୍ଭ କରିଥିବା ନେଇ ସୁଚନା ଦେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ଯାଦବ।

Leave A Reply

Your email address will not be published.