ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ହାଇୱା ଧକ୍କାରେ ମହିଳା ମୃତ୍ୟୁ

0

କେନ୍ଦ୍ରାପଡା: ହାଇୱା ଧକ୍କାରେ ମହିଳାଙ୍କ ମୃତ୍ୟୁ। ସୋମବାର ପୂର୍ବାହ୍ନରେ କେନ୍ଦ୍ରାପଡା ତିନିମୁହାଣି ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଶ୍ରଦ୍ଧାଞ୍ଜଳି। ଏହାପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି। ଉତ୍ୟକ୍ତ ଲୋକେ ହାଇୱାକୁ ଅଟକ ରଖିବା ସହ ଡ୍ରାଇଭରକୁ ନିସ୍ତୁକ ମାଡ଼ ମାରିଛନ୍ତି।

ସୂଚନାନୁସାରେ, କେନ୍ଦ୍ରାପଡା ତିନିମୁହାଣି ଛକରେ ସ୍କୁଟିରେ ମାଆ, ପୁଅ ଓ ସ୍ୱାମୀ ଯାଉଥିବା ବେଳେ ହାଇୱାଟି ସ୍କୁଟିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ମହିଳାଙ୍କ ସ୍ୱାମୀ ଓ ପୁଅ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକଙ୍କ ପକ୍ଷରୁ କ୍ଷତିପୂରଣ ଏବଂ କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତା ରୋକ କରିଛନ୍ତି। ସ୍ଥାନୀୟ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

Leave A Reply

Your email address will not be published.