ଭଦ୍ରକ: ମହାଶିବରାତ୍ରୀ ଅବସରରେ ଭଦ୍ରକର ଆରଡ଼ି ପୀଠ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବାବା ଆଖଣ୍ଡଳମଣିଙ୍କ ପୀଠକୁ ୧୦ କୋଟିର ପାଣ୍ଠି ଘୋଷଣା। ଆଜି ପବିତ୍ର ଜାଗର ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ବାବା ଆଖଣ୍ଡଳମଣିଙ୍କ ପୀଠକୁ ଯାଇ ବାବାଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏହାପରେ ମନ୍ଦିର ପରିକ୍ରମା କରି ମନ୍ଦିରକୁ ଅନୁଦାନ ରାଶି ପ୍ରଦାନ କରିଛନ୍ତି।
ମନ୍ଦିର ପରିସରରେ ଥିବା ଗଣେଶ ମଣ୍ଡପରେ ସଂକଳ୍ପ, ଶ୍ରାବଣୀ ମହାଦେବଙ୍କ ନିକଟରେ ପୂଜାର୍ଚ୍ଚନା ସହ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଥିଲେ। ଏହାପରେ ମନ୍ଦିର ପରିକ୍ରମା କରି ମନ୍ଦିରକୁ ଅନୁଦାନ ରାଶି ପ୍ରଦାନ କରିଛନ୍ତି। ବାବା ଆରଡିଙ୍କ ପରିକ୍ରମା ପ୍ରକଳ୍ପ ପାଇଁ ୧୦ କୋଟି ଟଙ୍କାର ଅନୁଦାନ ମିଳିଛି। ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଏବଂ ଉନ୍ନତିମୂଳକ କାର୍ଯ୍ୟପାଇଁ ଅର୍ଥ ରାଶି ପ୍ରଦାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।
ପ୍ରମୁଖ ଖବର
କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍ରେ ମଦ ବିକ୍ରୟକୁ ଅନୁମତି
ଏଲ୍ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି