ଭୁବନେଶ୍ବର: ଆଜି ମହାଶିବରାତ୍ରୀ ପାଇଁ ଲିଙ୍ଗରାଜ ମନ୍ଦିର ବେଶ ଚଳଚଞ୍ଚଳ ରହିଛି। ଶ୍ରଦ୍ଧାଳୁମାନେ ମହାଦୀପ ଉଠିବାକୁ ଅପେକ୍ଷା କରିଥିବା ବେଳେ ବଡ ଅଘଟଣ ଘଟିଛି । ନିର୍ଦ୍ଦାରିତ ସମୟର ୪୦ ମିନିଟ ବିଳମ୍ବରେ ମହାଦୀପ ଉଠିଥିବା ବେଳେ ମହାଦୀପ ନେଇ ମନ୍ଦିର ଚୂଡାକୁ ଯାଉଥିବା ବେଳେ ଜଣେ ସେବାୟତ ଖସିପଡିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ତୁରନ୍ତ ସ୍ଥାନୀୟ ହସ୍ପିଟାଲକୁ ପଠାଯାଇଛି। ଅଘଟଣକୁ ନେଇ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।
ପ୍ରମୁଖ ଖବର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍-ଲେନ୍ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍