ପ୍ରମୁଖ ଖବର

ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ୯ଟି ଟାସ୍କ: ଦୁର୍ନୀତି ହଟାଅ, ସଚ୍ଚୋଟ ହୁଅ
ଜଗତସିଂହପୁରର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ନିକଟସ୍ଥ ଏକ ଘରୋଇ ମେସରୁ ମଙ୍ଗଳବାର ଦିନ ଜଣେ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ମାଓବାଦୀ ନିହତ

ମହାଦୀପ ଉଠିଲା ବେଳେ ପଡିଗଲେ ସେବାୟତ

0

ଭୁବନେଶ୍ବର: ଆଜି ମହାଶିବରାତ୍ରୀ ପାଇଁ ଲିଙ୍ଗରାଜ ମନ୍ଦିର ବେଶ ଚଳଚଞ୍ଚଳ ରହିଛି। ଶ୍ରଦ୍ଧାଳୁମାନେ ମହାଦୀପ ଉଠିବାକୁ ଅପେକ୍ଷା କରିଥିବା ବେଳେ ବଡ ଅଘଟଣ ଘଟିଛି । ନିର୍ଦ୍ଦାରିତ ସମୟର ୪୦ ମିନିଟ ବିଳମ୍ବରେ ମହାଦୀପ ଉଠିଥିବା ବେଳେ ମହାଦୀପ ନେଇ ମନ୍ଦିର ଚୂଡାକୁ ଯାଉଥିବା ବେଳେ ଜଣେ ସେବାୟତ ଖସିପଡିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ତୁରନ୍ତ ସ୍ଥାନୀୟ ହସ୍ପିଟାଲକୁ ପଠାଯାଇଛି। ଅଘଟଣକୁ ନେଇ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

Leave A Reply

Your email address will not be published.