ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଲିଙ୍ଗରାଜ ମନ୍ଦିରରେ ଠେଲାପେଲା, ୨ ମହିଳା ଭକ୍ତ ଆହତ

0

ଭୁବନେଶ୍ବର: ପ୍ରସିଦ୍ଧ ଶ୍ରେବପୀଠ ଲିଙ୍ଗରାଜ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି। ପ୍ରବଳ ଭିଡ଼ ଯୋଗୁ ମୁଖ୍ୟ ପ୍ରବେଶ ଦ୍ବାର ସିଂହଦ୍ବାର ନିକଟରେ ଦଳାଚକଟା ପରିସ୍ଥିତି ଉପୁଜୁଛି। ଫଳରେ ୨ ଜଣ ମହିଳା ଭକ୍ତ ଆହତ ହୋଇଥିବା ଜଣାପଡିଛି।

ଭୁବନେଶ୍ୱର ଡିସିପି ପିନାକ ମିଶ୍ର କହିଛନ୍ତି, ”ଆଶାଠାରୁ ଅଧିକ ଭକ୍ତ ଯୋଗୁଁ ଭିଡ଼ ନିୟନ୍ତ୍ରଣ ହୋଇପାରିଲାନି। ଗୋଟିଏ ଦ୍ୱାରରେ ଲୋକମାନେ ଯିବାଆସିବା କରିବା ଦ୍ୱାରା ଭିଡ ଅସମ୍ଭାଳ ହୋଇପଡ଼ିଲା। ହେଲେ ଏବେ ସ୍ଥିତି ସୁଧୁରୁଛି। ପୋଲିସ ଫୋର୍ସ ଲାଗିଛନ୍ତି। ରାତି ସମୟ ଆମ ପାଇଁ ଅଧିକ ଚାଲେଞ୍ଜ ହେବ। ଆମେ ପ୍ରସ୍ତୁତ ହେଉଛୁ। ଧିରେ ଧିରେ ସ୍ଥିତି ନିୟନ୍ତ୍ରଣ ହେବ।” ରାତି ୩ଟାରୁ ଏବେସୁଦ୍ଧା ପ୍ରାୟ ୫୦ ହଜାର ଭକ୍ତ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରି ସାରିଥିବା ଡିସିପି ସୂଚନା ଦେଇଛନ୍ତି। ରାତି ୧୦ଟାରେ ଏକାମ୍ର ଅଧୀଶ୍ୱର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଦୀପ ଉଠିବ।

Leave A Reply

Your email address will not be published.