ପ୍ରମୁଖ ଖବର

ଶିକ୍ଷକଙ୍କ ପାଇଁ ନୂଆ ସର୍ଭିସ୍‌ ରୁଲ୍‌, ୪.୨୦ ଲକ୍ଷ ଯୁବକଯୁବତୀଙ୍କୁ ମିଳିବ ଦକ୍ଷତା ତାଲିମ
ମଣିପୁରରେ ପୁଣି ରକ୍ତପାତ: କଟାମୁଣ୍ଡ ଫେରାଇବାକୁ ୪୮ ଘଣ୍ଟାର ମହଲତ
ଓଡ଼ିଶାରେ ଶିଳ୍ପାୟନକୁ ବଡ଼ ଗତି: ୩୯ ହଜାର କୋଟିରୁ ଅଧିକ ନିବେଶ
ରାଜଧାନୀରେ ପୋଖରୀରେ ବୁଡ଼ି ୧୭ ବର୍ଷୀୟ ନାବାଳକଙ୍କ ମୃତ୍ୟୁ
ଦୀପାବଳି ପର୍ଯ୍ୟନ୍ତ ଘୁଞ୍ଚିଲା ୟୁପିଆଇ ଚାର୍ଜ ଲାଗୁ ନିଷ୍ପତ୍ତି
ହସ୍ପିଟାଲରେ ଚିକିତ୍ସା ଖର୍ଚ୍ଚର ତାଲିକା ଲଗାଇବାକୁ ରାଜ୍ୟଗୁଡ଼ିକୁ କେନ୍ଦ୍ରର ନିର୍ଦ୍ଦେଶ
ବାଣଫୁଟା ନୁହେଁ, ପ୍ରଦୂଷଣମୁକ୍ତ ପର୍ବ ପାଳନ ଉପରେ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱ

ଦୁଇଦିନିଆ ଓଡିଶା ଗସ୍ତରେ ଆସିବେ ଜେପି ନଡ୍ଡା

0

ଭୁବନେଶ୍ଵର , ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେପି ନଡ୍ଡା ।୨୮ ତାରିଖ ଅର୍ଥାତ୍‌ ଆସନ୍ତାକାଲି ପ୍ରଥମଥର ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପୁରୀରେ ଆୟୋଜନ କରାଯାଉଛି। ଏଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ୍‌ ପ୍ରକାଶ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ନଡ୍ଡା ଆଜିଠାରୁ ଦୁଇଦିନଆ ଓଡ଼ିଶା ଗସ୍ତରେ ଆସୁଛନ୍ତି।
ସନ୍ଧ୍ୟା ୭ଟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ କୋଣାର୍କ ଯାଇ ରାତ୍ରିଯାପନ କରିବେ। ଆସନ୍ତାକାଲି ନଡ୍ଡା ପୁରୀରେ ହେବାକୁ ଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ଭୁବନେଶ୍ୱର ଫେରି ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ଚର୍ଚ୍ଚା ଏବଂ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.