ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଏସଡି ହେଲେ କୌଶିକ ପଟ୍ଟନାୟକ

0

ଭୁବନେଶ୍ବର; ଓଡ଼ିଶା ସରକାର ସୋମବାର ଦିନ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୂଆ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ହେଲେ କୌଶିକ ପଟ୍ଟନାୟକ।

ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ବର୍ତ୍ତମାନ କେନ୍ଦୁଝରର ବଂଶପାଳରେ ତହସିଲଦାର ଭାବରେ କାର୍ଯ୍ୟରତ ଅଛନ୍ତି। ତେବେ ରାଜସ୍ୱ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତିରେ ୧୮ ଜଣ ଓଏଏସ୍ ଅଧିକାରୀଙ୍କୁ ନୂତନ ନିଯୁକ୍ତି ପ୍ରଦାନ କରାଯାଇଛି।

Leave A Reply

Your email address will not be published.