ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର

0

ସମ୍ବଲପୁର: ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର କରିଛି ପୋଲିସ। ମହେଶର ବାମ ଗୋଡ଼ରେ ଗୁଳି ବାଜିଛି। ଅଇଁଠାପାଲି ଥାନା ଲମ୍‌‌ଡୁଙ୍ଗରୀ ନିକଟରେ ମହେଶକୁ ଏନକାଉଣ୍ଟର କରାଯାଇଛି। ତାକୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି।

ମହେଶ ପୁଲିସକୁ ଦେଖି ଖସି ପଳାଇବା ପାଇଁ ଉଦ୍ୟମ କରିଥିଲା ଓ ଏଥିସହ ପୁଲିସ ଉପରକୁ ଗୁଳି କରିଥିଲା। ପୁଲିସ ମଧ୍ୟ ପାଲଟା ଗୁଳି ଚାଳନା କରିଥିଲା। ମହେଶର ବାମ ଗୋଡ଼ରେ ଗୁଳି ବାଜିଥିଲା। ତାକୁ ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ମହେଶ ନାଁରେ ସମ୍ବଲପୁର ଓ ବରଗଡ଼ରେ ଅପରାଧିକ ମାମଲା ରହିଛି। ପୁଲିସ ତା’ ନିକଟରୁ ବନ୍ଧୁକ ସହ ନଗଦ ୪୦ ହଜାର ଟଙ୍କା ଜବତ କରିଛି। ଏଥିସହ ଘଟଣାସ୍ଥଳରୁ ୨ଟି ଖୋକା ଜବତ କରଛି।

Leave A Reply

Your email address will not be published.