ଭୁବନେଶ୍ବର: ଖୁବ୍ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ପୌଷ୍ୟ ସନ୍ତାନ ଯୋଜନା। ଝାରସୁଗୁଡ଼ାରେ ଅନାଥ ଛୁଆଙ୍କ ଦାୟିତ୍ୱ ନେଇଛନ୍ତି ରାଜ୍ୟ ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଖୁବଶୀଘ୍ର ରାଜ୍ୟରେ ପୌଷ୍ୟ ସନ୍ତାନ ଯୋଜନା କାର୍ଯ୍ୟକାରୀ ହେବ ବୋଲି ସେ କହିଛନ୍ତି ।
ଏପ୍ରିଲ ପହିଲାରୁ ମାଗଣାରେ ଅନାଥ ଶିଶୁଙ୍କୁ ଶିକ୍ଷା ଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ସିଏସ୍ଆର ପାଣ୍ଠି ବିନିଯୋଗରେ ଏହି ମାଗଣା ଶିକ୍ଷାଦାନ କରାଯିବ। ଏନେଇ ଜଲାପାଳଙ୍କ ନେତୃତ୍ୱରେ ଏକ କମିଟି ଗଠନ କରାଯାଇଛି। କମିଟିରେ ଏମସିଏଲ କର୍ତ୍ତୃପକ୍ଷ, ମହିଳା ଓ ଶିଶୁ ବିକାଶ ଅଧିକାରୀଙ୍କ ସହ ଜିଲା ଶିକ୍ଷା ଅଧିକାରୀ ରହିବେ। ଏହାକୁ ନେଇ ଏକ ଟ୍ରଷ୍ଟ ବୋର୍ଡ ଗଠନ କରାଯିବ ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା