ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସୋମବାର ଯାଏଁ ମୁଲତବି ହେଲା ବିଧାନସଭା

0

ଭୁବନେଶ୍ବର: ସୋମବାର ଯାଏଁ ମୁଲତବି ହେଲା ବିଧାନସଭା। ଆଜି ବାରମ୍ବାର ଗୃହ କାର୍ଯ୍ୟ ବ୍ୟାଘାତ ହେବା ପରେ ସୋମବାର ଯାଏଁ ଗୃହ କାର୍ଯ୍ୟକୁ ମୁଲତବି କରିଛନ୍ତି ବାଚସ୍ପତି। ଅଧିବେଶନ ଆରମ୍ଭରୁ ହିିଁ ଗୃହରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଧାୟକମାନେ ନାରାବାଜି କରିଛନ୍ତି।

ସୂଚନା ଅନୁସାରେ, ଆଜି ବିଧାନସଭା ଦ୍ୱିତୀୟ ପଯ୍ୟାୟ ବଜେଟ ଅଧିବେଶନର ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା। ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବି ରଖିଥିଲେ ବାଚସ୍ପତି ସୁରମା ପାଢୀ। ଦିନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିଥିଲେ। ବିଧାନସଭାରେ ବିଜୁ ବାବୁ ପ୍ରସଙ୍ଗ ଉଠାଇ ବିକ୍ଷୋଭ ବିଜେଡି ବିଧାୟକ ବିକ୍ଷୋଭ କରିଥିବା ବେଳେ ଗୃହର ମଧ୍ୟ ଭାଗକୁ ଆସି ବିରୋଧୀ ନାରାବାଜି କରି ହଙ୍ଗାମା କରିଥିଲେ। ଅନ୍ୟପଟେ ଆଜି ନାରୀ ସୁରକ୍ଷା ଓ ବିପଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ପ୍ରତିବାଦରେ ବିଧାନସଭା ପରିସରରେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ କଂଗ୍ରେସ ସଦସ୍ୟ

Leave A Reply

Your email address will not be published.