ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ସୋମବାର ଯାଏଁ ମୁଲତବି ହେଲା ବିଧାନସଭା

0

ଭୁବନେଶ୍ବର: ସୋମବାର ଯାଏଁ ମୁଲତବି ହେଲା ବିଧାନସଭା। ଆଜି ବାରମ୍ବାର ଗୃହ କାର୍ଯ୍ୟ ବ୍ୟାଘାତ ହେବା ପରେ ସୋମବାର ଯାଏଁ ଗୃହ କାର୍ଯ୍ୟକୁ ମୁଲତବି କରିଛନ୍ତି ବାଚସ୍ପତି। ଅଧିବେଶନ ଆରମ୍ଭରୁ ହିିଁ ଗୃହରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଧାୟକମାନେ ନାରାବାଜି କରିଛନ୍ତି।

ସୂଚନା ଅନୁସାରେ, ଆଜି ବିଧାନସଭା ଦ୍ୱିତୀୟ ପଯ୍ୟାୟ ବଜେଟ ଅଧିବେଶନର ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା। ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହକୁ ମୁଲତବି ରଖିଥିଲେ ବାଚସ୍ପତି ସୁରମା ପାଢୀ। ଦିନ ୧୨ଟା ଯାଏଁ ଗୃହକୁ ମୁଲତବି ରଖିଥିଲେ। ବିଧାନସଭାରେ ବିଜୁ ବାବୁ ପ୍ରସଙ୍ଗ ଉଠାଇ ବିକ୍ଷୋଭ ବିଜେଡି ବିଧାୟକ ବିକ୍ଷୋଭ କରିଥିବା ବେଳେ ଗୃହର ମଧ୍ୟ ଭାଗକୁ ଆସି ବିରୋଧୀ ନାରାବାଜି କରି ହଙ୍ଗାମା କରିଥିଲେ। ଅନ୍ୟପଟେ ଆଜି ନାରୀ ସୁରକ୍ଷା ଓ ବିପଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ପ୍ରତିବାଦରେ ବିଧାନସଭା ପରିସରରେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ କଂଗ୍ରେସ ସଦସ୍ୟ

Leave A Reply

Your email address will not be published.