ଭୁବନେଶ୍ବର: ଖରାଦିନେ ଉପଭୋକ୍ତା ବିଲ ଦେଇ ନ ପାରିଲେ ବି ବିଦ୍ୟୁତ କଟିବ ନାହିଁ। ବିଦ୍ୟୁତ ବିଲ୍କୁ ନେଇ ବଡ଼ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଗ୍ରୀଷ୍ମପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏଣିକି ଉପଭୋକ୍ତା ବିଲ ନ ଦେଇ ପାରିଲେ ଘରୁ ବିଦ୍ୟୁତ କଟିବନି।
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ବିଲ ଦେଇ ନ ଥିବା ଉପଭୋକ୍ତାଙ୍କ ବିଦ୍ୟୁତ ନ କାଯିବାକୁ ନିର୍ଦେଶ ଦିଆଯାଇଛି। ଅଘୋଷିତ ବିଦ୍ୟୁତ କାଟ୍ ନ କରିବାକୁ ମଧ୍ୟ ନିର୍ଦେଶ ଦିଆଯାଇଛି। ଅଚଳ ନଳକୂପ ୪୮ ଘଣ୍ଟା ମଧ୍ୟରେ ମରାମତି ହେବ। ଗୃହପାଳିତ ଓ ବୁଲା ପଶୁପକ୍ଷୀଙ୍କ ପାଇଁ ଆଶ୍ରୟସ୍ଥଳୀ କରାଯିବ ବୋଲି ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି।
ପ୍ରମୁଖ ଖବର
ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍ ୩.୦’
ଟ୍ରକ୍ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ