ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ

0

ଭୁବନେଶ୍ବର: ସହିଦ ନଗରରେ ଥିବା ମିକ୍ସଚର ଫ୍ୟାକ୍ଟ୍ରିରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ କରାଯାଉଛି। କିନ୍ତୁ ପ୍ରବଳ ଧୂଆଁ ବହାରୁ ଥିବାରୁ ନିଆଁ ଲିଭାଇବା କଷ୍ଟକର ହୋଇପଡ଼ିଛି। ମିକ୍ସଚର ଫ୍ୟାକ୍ଟ୍ରିରେ କିଭଳି ନିଆଁ ଲାଗିଲା ତାହା ଜଣାପଡିନାହିଁ।

ସୂଚନାଯୋଗ୍ୟ, ଶନିବାର ଭୋର ସମୟରେ ମିକ୍ସଚର ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ମାଲିକଙ୍କୁ ଫୋନ କରିବା ସହ ସହ ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ୩ ଟି ଅଗ୍ନିଶମ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି। ହେଲେ ୨ ଘଣ୍ଟାରୁ ଅଧିକ ସମୟ ହେଲା ନିଆଁକୁ ଆୟତ୍ତ କରାଯାଇପାରି ନାହିଁ। ପ୍ରବଳ ଧୂଆଁ ବହାରୁ ଥିବାରୁ ନିଆଁ ଲିଭାଇବା କଷ୍ଟକର ହୋଇ ପଡ଼ିଛି ।ମିକ୍ସଚର ଫ୍ୟାକ୍ଟ୍ରି ପାଖରେ ଥବା ଔଷଧଦୋକନକୁ ନିଆଁ ବ୍ୟାପି ଯାଇଛି। ଅନ୍ୟ ଦୋକାନରେ ମଧ୍ୟ ନିଆଁ ବ୍ୟାପିବାର ସମ୍ଭାବନା ରହିଛି।

Leave A Reply

Your email address will not be published.