ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

0

ନୟାଗଡ଼: ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ନୟାଗଡ଼ ଜିଲାପାଳ ଓ ଏସ୍‌ପି ସ୍ଥିତି ସମୀକ୍ଷା କରିଛନ୍ତି।

ସୂଚନା ମୁତାବକ, ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜାଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ। ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ୱାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି।

Leave A Reply

Your email address will not be published.