ପ୍ରମୁଖ ଖବର

ମୁମ୍ବାଇର ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ଅନେକ ଆହତ
ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ପାର୍ଥ ଚାଟର୍ଜୀଙ୍କ ଘରେ ଇଡି ଚଢ଼ାଉ
ରିଲାଏନ୍ସ ଅନୁରୋଧରେ ଇରାନୀ ତେଲ ଟ୍ୟାଙ୍କରକୁ ବିଶେଷ ଅନୁମତି
ମହାନଦୀ ଟ୍ରିବ୍ୟୁନାଲ ଅବଧି ବଢାଇଲେ କେନ୍ଦ୍ର ସରକାର
‘ସିଜିମାଳି’ ପାଇଁ ଜୁଏଲଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର
ସାଗରମାଳା ଯୋଜନାରେ ୩୧୫ ପ୍ରକଳ୍ପ ସମାପ୍ତ

ଆଇଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ

0

ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛୋଟ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟ ସରକାର ଡିଟିଇଟି ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ଓଡ଼ିଶା ସିନେ ଉନ୍ନୟନ ନଗମର ଏମଡି ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ରହିଛି। ଲଘୁ ଖଣିଜ ବିଭାଗ ନିର୍ଦ୍ଦେଶକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ଶୁଭମ୍‌‌ ସକ୍ସେନାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି। ଅନ୍ୟପକ୍ଷେ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ସାଧାରଣ ବଣ୍ଟନ ନିଗମ ଏମଡି ଦାୟିତ୍ୱ ଦିଆଯାଇଛି।

Leave A Reply

Your email address will not be published.