ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛୋଟ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟ ସରକାର ଡିଟିଇଟି ନିର୍ଦ୍ଦେଶକ ଥିବା ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ଓଡ଼ିଶା ସିନେ ଉନ୍ନୟନ ନଗମର ଏମଡି ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ରହିଛି। ଲଘୁ ଖଣିଜ ବିଭାଗ ନିର୍ଦ୍ଦେଶକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ଶୁଭମ୍ ସକ୍ସେନାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି। ଅନ୍ୟପକ୍ଷେ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ସାଧାରଣ ବଣ୍ଟନ ନିଗମ ଏମଡି ଦାୟିତ୍ୱ ଦିଆଯାଇଛି।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ