ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବିଶ୍ୱସ୍ତରୀୟ ହେବ ରାସ୍ତା, ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫କୁ ଅନୁମୋଦନ

0

ଭୁବନେଶ୍ବର: ରାଜ୍ୟରେ ଉନ୍ନତ ଓ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ଆବଶ୍ୟକତା ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ – ୨୦୨୫କୁ ଅନୁମୋଦନ କରିଛନ୍ତି। ରାଜ୍ୟରେ ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱସ୍ତରୀୟ ରାସ୍ତା ନେଟୱାର୍କ ଭାବେ ବିକଶିତ କରାଯିବ। ଏହି ଲକ୍ଷ୍ୟ ରଖି ବିଭିନ୍ନ ଉଚ୍ଚ ମୂଲ୍ୟର ପ୍ରକଳ୍ପ ଗୁଡ଼ିକୁ ସୁଗମ ଏବଂ ସାମଗ୍ରିକ ଭାବରେ କାର୍ଯ୍ୟକାରୀ କରାଯିବ।

ରାଜ୍ୟ କ୍ୟାବିନେଟ “ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫” କୁ ଅନୁମୋଦନ କରିଛନ୍ତି। ଏଥିରେ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ନାମରେ ଏକ ସ୍ୱୟଂଶାସିତ ସଂସ୍ଥା ଗଠନ କରାଯିବା। ରାଜ୍ୟରେ ଉନ୍ନତ ଓ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ଆବଶ୍ୟକତା ପୂରଣ କରିବା ପାଇଁ ରାଜ୍ୟ କ୍ୟାବିନେଟ ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍ – ୨୦୨୫କୁ ଅନୁମୋଦନ କରିଛନ୍ତି।

Leave A Reply

Your email address will not be published.