ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଟ୍ରକକୁ ସାଇଡ୍ ଦେବାକୁ ଯାଇ ଓଲଟିଲା ବସ୍;୨୦ ଆହତ

0

ନୀଳଗିରି: ଯାତ୍ରୀବାହୀ ବସ୍ ଓଲଟି ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନୀଳଗିରିରୁ ଉଦଳା ଅଭିମୁଖେ ଯାଉଥିବା ବସ୍ ଭାଲୁକାଶୁଣୀ ପାଖରେ ଟ୍ରକ୍‌କୁ ସାଇଡ୍ ଦେବାବେଳେ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

ସୂଚନା ଅନୁସାରେ ଏକ ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ରାସ୍ତାକଡ଼କୁ ବସଟି ଓଲଟି ପଡିଥିଲା। ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଆଗାମୀ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି।

Leave A Reply

Your email address will not be published.