ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

0

ଭୁବନେଶ୍ବର: ଗତକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ଦକ୍ଷିଣ ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ ରେ ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି। ଏହି କ୍ଷେତ୍ର ଟି ଆସନ୍ତା ୩୬ ଘଣ୍ଟା ଯାଏଁ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେବ କିନ୍ତୁ ଏହା ପରେ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ଉତ୍ତର ଦିଗ ରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି। ତେବେ କେନ୍ଦ୍ରୀୟ ବଙ୍ଗୋପସାଗର ରେ ୱିଣ୍ଡ ସିଅର ଅଧିକ ଥିବା ହେତୁ ଏହି କ୍ଷେତ୍ର ଟି ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ। ବିଭିନ୍ନ ପାଣିପାଗ ମଡେଲ ମାନେ ମଧ୍ୟ ଏହି ସିଷ୍ଟମ୍ ଟିକୁ ଅଧିକ ଘନୀଭୂତ ହେବାର ସମ୍ଭାବନା ର ସଙ୍କେତ ଦେଉନାହାନ୍ତି। ସମ୍ଭବତଃ ଏହା ଅତି ବେଶୀରେ ସଦୃଶ ଲଘୁଚାପ କିମ୍ବା ଅବପାତ ରୂପ ନେଇପାରେ।

ପ୍ରଭାବରେ ଓଡ଼ିଶା ରେ ୧୦-୧୪ ତାରିଖ ମଧ୍ୟରେ ଆକାଶ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.