ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ରାଉରକେଲାରେ ଡବଲ୍ ମର୍ଡର

0

ରାଉରକେଲା: ରାଉରକେଲାରେ ଦୁର୍ବୃତ୍ତମାନେ ଦୁଇ ଜଣଙ୍କୁ ହତ୍ୟା କରିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣକ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରୁ ଜଣେ ବ୍ରାହ୍ମଣୀ ତରଙ୍ଗ ପୋଲିସ ସୀମା ଅନ୍ତର୍ଗତ ଜିଆବାହଲ ଗ୍ରାମର ମୁକେଶ କର (୨୧) ବୋଲି ଚିହ୍ନଟ କରାଯାଇଛି।

ଗତକାଲି ବିଳମ୍ବିତ ରାତିରେ ଛେଣ୍ଡ ଭିଏସଏସ ମାର୍କେଟ ନିକଟରେ ଯୁବକଙ୍କୁ ହତ୍ୟା କରିଥିଲେ ଦୁର୍ବୁତ୍ତ। ଯୁବକଙ୍କୁ ଛୁରାମାଡ କରି ସଙ୍ଘବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କର ଅନ୍ୟ ଜଣେ ସାଙ୍ଗ ଗୁରୁତର ହୋଇଛନ୍ତି।

Leave A Reply

Your email address will not be published.