ପ୍ରମୁଖ ଖବର

ଇଡି ଡେପୁଟି ଡାଇରେକ୍ଟର ଚିନ୍ତନ ରଘୁବଂଶୀ ଗିରଫ
ରଥଯାତ୍ରାରେ ପୁରୀକୁ ଗଡିବ ୧୦୦୦ ବସ
ସିକ୍କିମରେ ଟୁରିଷ୍ଟ ବସ୍ ଦୁର୍ଘଟଣା: ଭାଜପା ନେତ୍ରୀ ନିଖୋଜ, ପୁଅ-ପୁତୁରା ସୁରକ୍ଷିତ
ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
ଶପଥ ନେଲେ ସୁପ୍ରିମକୋର୍ଟର ୩ ନୂଆ ବିଚାରପତି

ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏକ ଟ୍ରଫ ରେଖା ଉତ୍ତର ପୂର୍ବ ମଧ୍ୟପ୍ରଦେଶ ରୁ ବାଂଲାଦେଶ ଯାଏଁ ବିସ୍ତାରିତ ହୋଇଛି। ସେହିପରି ଉତ୍ତର ପୂର୍ବ ଆସାମ ଓ ପଶ୍ଚିମବଙ୍ଗ, ସିକିମ ନିକଟବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳର ଉପରେ ରେ ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି।

ଉପୋରକ୍ତ କ୍ଷେତ୍ର ପ୍ରଭାବ ରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ , କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼, କେଉଁଝର , ଯାଜପୁର ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ସ୍ଥାନେ ସ୍ଥାନେ ପବନ ର ବେଗ ଘଣ୍ଟା ପ୍ରତି ୩୦-୪୦କିମି ପ୍ରବାହିତ ହୋଇପାରେ। ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏକ ଟ୍ରଫ ରେଖା ଉତ୍ତର ପୂର୍ବ ମଧ୍ୟପ୍ରଦେଶ ରୁ ବାଂଲାଦେଶ ଯାଏଁ ବିସ୍ତାରିତ ହୋଇଛି। ସେହିପରି ଉତ୍ତର ପୂର୍ବ ଆସାମ ଓ ପଶ୍ଚିମବଙ୍ଗ, ସିକିମ ନିକଟବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳର ଉପରେ ରେ ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି।

ଉପୋରକ୍ତ କ୍ଷେତ୍ର ପ୍ରଭାବ ରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ , କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼, କେଉଁଝର , ଯାଜପୁର ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ସ୍ଥାନେ ସ୍ଥାନେ ପବନ ର ବେଗ ଘଣ୍ଟା ପ୍ରତି ୩୦-୪୦କିମି ପ୍ରବାହିତ ହୋଇପାରେ। ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.