ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏକ ଟ୍ରଫ ରେଖା ଉତ୍ତର ପୂର୍ବ ମଧ୍ୟପ୍ରଦେଶ ରୁ ବାଂଲାଦେଶ ଯାଏଁ ବିସ୍ତାରିତ ହୋଇଛି। ସେହିପରି ଉତ୍ତର ପୂର୍ବ ଆସାମ ଓ ପଶ୍ଚିମବଙ୍ଗ, ସିକିମ ନିକଟବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳର ଉପରେ ରେ ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି।

ଉପୋରକ୍ତ କ୍ଷେତ୍ର ପ୍ରଭାବ ରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ , କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼, କେଉଁଝର , ଯାଜପୁର ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ସ୍ଥାନେ ସ୍ଥାନେ ପବନ ର ବେଗ ଘଣ୍ଟା ପ୍ରତି ୩୦-୪୦କିମି ପ୍ରବାହିତ ହୋଇପାରେ। ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏକ ଟ୍ରଫ ରେଖା ଉତ୍ତର ପୂର୍ବ ମଧ୍ୟପ୍ରଦେଶ ରୁ ବାଂଲାଦେଶ ଯାଏଁ ବିସ୍ତାରିତ ହୋଇଛି। ସେହିପରି ଉତ୍ତର ପୂର୍ବ ଆସାମ ଓ ପଶ୍ଚିମବଙ୍ଗ, ସିକିମ ନିକଟବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳର ଉପରେ ରେ ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି।

ଉପୋରକ୍ତ କ୍ଷେତ୍ର ପ୍ରଭାବ ରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ , କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ଼, କେଉଁଝର , ଯାଜପୁର ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ସ୍ଥାନେ ସ୍ଥାନେ ପବନ ର ବେଗ ଘଣ୍ଟା ପ୍ରତି ୩୦-୪୦କିମି ପ୍ରବାହିତ ହୋଇପାରେ। ଆସନ୍ତା ୪-୫ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.