ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ

0

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼,ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା , କୋରାପୁଟ, ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ କିଛି ଅଞ୍ଚଳ ରେ ପବନ ର ବେଗ ଘଣ୍ଟା ପ୍ରତି ପ୍ରାୟ ୩୦-୪୦କିମି ରହିପାରେ।

ଆସନ୍ତାକାଲି ଠାରୁ ୧୭ ତାରିଖ ଯାଏଁ ଉପକୂଳ ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାର ଅନେକ ଅଞ୍ଚଳ ରେ ବର୍ଷା ର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ। ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ଏବଂ ଅଳ୍ପ କିଛି ଅଞ୍ଚଳ ରେ ପ୍ରବଳ ବର୍ଷା (୬ସେମି +) ସମ୍ଭାବନା ରହିଛି। ଏହି ସମୟ ରେ ଘଣ୍ଟା ପ୍ରତି ୩୦-୪୦କିମି ପବନ ବହିବାର ସମ୍ଭାବନା ରହିଛି।

Leave A Reply

Your email address will not be published.