ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ

0

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ସୁନ୍ଦରଗଡ଼,ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା , କୋରାପୁଟ, ମାଲକାନଗିରି ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହି ସମୟ ରେ କିଛି ଅଞ୍ଚଳ ରେ ପବନ ର ବେଗ ଘଣ୍ଟା ପ୍ରତି ପ୍ରାୟ ୩୦-୪୦କିମି ରହିପାରେ।

ଆସନ୍ତାକାଲି ଠାରୁ ୧୭ ତାରିଖ ଯାଏଁ ଉପକୂଳ ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାର ଅନେକ ଅଞ୍ଚଳ ରେ ବର୍ଷା ର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ। ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ଏବଂ ଅଳ୍ପ କିଛି ଅଞ୍ଚଳ ରେ ପ୍ରବଳ ବର୍ଷା (୬ସେମି +) ସମ୍ଭାବନା ରହିଛି। ଏହି ସମୟ ରେ ଘଣ୍ଟା ପ୍ରତି ୩୦-୪୦କିମି ପବନ ବହିବାର ସମ୍ଭାବନା ରହିଛି।

Leave A Reply

Your email address will not be published.