ପ୍ରମୁଖ ଖବର

ବନ୍ୟା ପରିଚାଳନା ପାଇଁ ୩ ବରିଷ୍ଠ ଆଇଏଏସ ଅଧିକାରୀ ନିୟୋଜିତ
ହର୍ମୁଜ୍ ପ୍ରଣାଳୀରେ ଜାହାଜ ଚଳାଚଳ ନେଇ ଇରାନ-ଓମାନ ମଧ୍ୟରେ ସହମତି
ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି: ‘ସଦୈବ ଅଟଳ’ରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଲଘୁଚାପ ପ୍ରଭାବ: ହାଇ ଆଲର୍ଟରେ ସହରାଞ୍ଚଳ, ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସମ୍ଭାବ୍ୟ ବନ୍ୟା ପାଇଁ ଭଦ୍ରକରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ

0

ଗଜପତି: ଠାକୁର ଦର୍ଶନ ପାଇଁ ଯାଇଥିବାବେଳେ ଅଘଟଣ। ଗଜପତି ଜିଲ୍ଲା ମୋହନ ଥାନା ଚନ୍ଦ୍ରଗିରି ଶିବ ମନ୍ଦିରରେ ଅଭାବନୀୟ ଘଟଣା ଘଟିଛି। ଆଜି ମହାବିଷୁବ ସଂକ୍ରାନ୍ତି ଥିବାରୁ କିଛି ଲୋକ ଚନ୍ଦ୍ରଗିରି ଶିବ ମନ୍ଦିରକୁ ଦର୍ଶନ ଲାଗି ଯାଇଥିଲେ। ଏତିକି ବେଳେ ମନ୍ଦିର ନିକଟରେ ଥିବା ଏକ ଗଛରୁ ଆସି ବାଘୁଆ ମହୁମାଛି ଭକ୍ତ ମାନଙ୍କୁ ଆକ୍ରମଣ କରିଥିଲେ।

ମହୁମାଛି ଆକ୍ରମଣରେ ୩ଜଣ ଶ୍ରଦ୍ଧାଳୁ ଗୁରୁତର ଥିବା ବେଳେ ୨୦ରୁ ଅଧିକ ଆହତ ହୋଇଥିବା ଜଣାପଡିଛି। ସ୍ଥାନୀୟ ଲୋକେ ଗୁରୁତରଙ୍କୁ ଉଦ୍ଧାର କରି ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଆହତଙ୍କ ମଧ୍ୟରେ ଛୋଟ ଛୁଆ ଥିବା ଜଣାପଡିଛି। ପୂର୍ଣ୍ଣ ଚନ୍ଦ୍ର ପଟ୍ଟନାୟକ (୪୦), କାମେଶ୍ୱର ଦାସ(୪୭) ଅମ୍ରିତା ଦାସ(୧୫) ଗୁରୁତର ଥିବା ଭାରପ୍ରାପ୍ତ ଅଧିକାରୀ ଡାକ୍ତର ଜୟ ପ୍ରକାଶ ପଣ୍ଡା କହିଛନ୍ତି।

Leave A Reply

Your email address will not be published.