ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଆସନ୍ତାକାଲି ନାମାଙ୍କନ ଭରିବେ ନବୀନ

0

ଭୁବନେଶ୍ବର: ଆସନ୍ତାକାଲି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି। ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍‌ ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ।

ଅନ୍ୟପକ୍ଷେ, ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ , ମଙ୍ଗଳବାର ୧୮ଟି ଜିଲ୍ଲା ପାଇଁ ସଭାପତିଙ୍କ ନାମ ଘୋଷଣା ହୋଇଛି। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା ସଭାପତିଙ୍କ ନାଁ ଘୋଷଣା ହୋଇଛି। ଏହି ତାଲିକାରେ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଗୁରୁତ୍ବ ଦିଆଯାଇଛି।

Leave A Reply

Your email address will not be published.