ପ୍ରମୁଖ ଖବର

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ

ଟୁଇନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

0

ଭୁବନେଶ୍ବର: କଟକ ଓ ଭୁବନେଶ୍ୱର ଟ୍ୱିନ ସିଟିରେ ତିଆରି ହେବ ନୂଆ ଆଇଟି ପାର୍କ। ଏ ନେଇ ପୂର୍ତ୍ତ ମନ୍ତ୍ରୀ ପଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହି ପାର୍କ ୧୦୦୦ ହେକ୍ଟର ଜମିରେ ତିଆରି ହେବ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ ଆଣ୍ଡ୍‌‌ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌‌ ଏରିଆ। ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ ମିଟରର ବିଲ୍ଟ ଅପ୍‌‌ ଏରିଆ ନିର୍ମାଣ କରାଯିବ। ୫ ବର୍ଷରେ ସଡ଼କ ନିର୍ମାଣରେ ଖର୍ଚ୍ଚ ହେବ ୨ ଲକ୍ଷ ୩୦ ହଜାର କୋଟି।

ଅନ୍ୟପକ୍ଷେ ରାଜ୍ୟର ୫ ବଡ଼ ସହର ସମେତ ୧୧ ସହରରେ ତିଆରି ହେବ ରିଙ୍ଗ ରୋଡ। ବ୍ରହ୍ମପୁରରୁ ଜୟପୁର ମଧ୍ୟରେ ନିର୍ମାଣ ହେବ ଗ୍ରୀନ ଫିଲ୍ଡ କରିଡର। ୫ ବର୍ଷରେ ରାଜ୍ୟରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.