ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ଟୁଇନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

0

ଭୁବନେଶ୍ବର: କଟକ ଓ ଭୁବନେଶ୍ୱର ଟ୍ୱିନ ସିଟିରେ ତିଆରି ହେବ ନୂଆ ଆଇଟି ପାର୍କ। ଏ ନେଇ ପୂର୍ତ୍ତ ମନ୍ତ୍ରୀ ପଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହି ପାର୍କ ୧୦୦୦ ହେକ୍ଟର ଜମିରେ ତିଆରି ହେବ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ ଆଣ୍ଡ୍‌‌ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌‌ ଏରିଆ। ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ ମିଟରର ବିଲ୍ଟ ଅପ୍‌‌ ଏରିଆ ନିର୍ମାଣ କରାଯିବ। ୫ ବର୍ଷରେ ସଡ଼କ ନିର୍ମାଣରେ ଖର୍ଚ୍ଚ ହେବ ୨ ଲକ୍ଷ ୩୦ ହଜାର କୋଟି।

ଅନ୍ୟପକ୍ଷେ ରାଜ୍ୟର ୫ ବଡ଼ ସହର ସମେତ ୧୧ ସହରରେ ତିଆରି ହେବ ରିଙ୍ଗ ରୋଡ। ବ୍ରହ୍ମପୁରରୁ ଜୟପୁର ମଧ୍ୟରେ ନିର୍ମାଣ ହେବ ଗ୍ରୀନ ଫିଲ୍ଡ କରିଡର। ୫ ବର୍ଷରେ ରାଜ୍ୟରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.