ପ୍ରମୁଖ ଖବର

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ

ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସରେ ମିଳିବ ସୁଭଦ୍ରା ଟଙ୍କା

0

ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ସୁଭଦ୍ରା ଟଙ୍କାକୁ ଅପେକ୍ଷା କରିଥିବା ମହିଳାଙ୍କ ପାଇଁ ଆସିଛି ବଡ଼ ଖବର। ପୁଣି ମିଳିବ ସୁଭଦ୍ରା ଟଙ୍କା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ଉପମମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ଼ ଘୋଷଣା କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ ଶନିବାର କହିଛନ୍ତି, ଏପ୍ରିଲ ୨୪ରେ ସୁଭଦ୍ରା ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ। ପୁରୀ ଠାରେ ସୁଭଦ୍ରା ଟଙ୍କା ବଣ୍ଟାଯିବ। ପଞ୍ଚାୟତିରାଜ ଦିବସ ଅବସରରେ ଏହି ଟଙ୍କା ବାଣ୍ଟିବେ ସରକାର। ଏପ୍ରିଲ ୨୪ ତାରିଖ ଅର୍ଥାତ ଆଉ ମାତ୍ର ୪ ଦିନ ପରେ ହିତାଧୀକାରୀଙ୍କ ଆକାଉଣ୍ଟକୁ ଟଙ୍କା ଆସିବ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ମାର୍ଚ୍ଚ ୩୧ ଯାଏଁ ଆବେଦନ କରିଥିବା ମହିଳାମାନଙ୍କୁ କେବଳ ଟଙ୍କା ମିଳିବ। ଯେଉଁ ମହିଳାମାନେ ମାର୍ଚ୍ଚ ୩୧ ପରେ ଆବେଦନ କରିଥିବେ, ସେମାନଙ୍କୁ ଟଙ୍କା ମିଳିବନି।

Leave A Reply

Your email address will not be published.