ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

କଟକରେ ବ୍ରିଜ ଭୁଶୁଡ଼ି ୩ ମୃତ, ୨ ଗୁରୁତର

0

କଟକ: ବ୍ରିଜ ନିର୍ମାଣ ବେଳେ ଅଘଟଣ। କଟକ ଖାନ୍‌ନଗରରେ ଶନିବାର ଏକ ବଡ଼ଧରଣର ଅଘଟଣ ଘଟିଛି। କଟକ ଖାନନଗର ବ୍ରିଜ ନିର୍ମାଣବେଳେ ସ୍ଲାବ ଖସି ପଡ଼ିବାରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଶ୍ରମିକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି।
ସୂଚନା ଯୋଗ୍ୟ, କଟକ ଖାନ୍‌ନଗର ଅଞ୍ଚଳରେ ଏକ ବ୍ରିଜ ନିର୍ମାଣ କାମ ଚାଲିଥିବା ବେଳେ ହଠାତ୍‌ ବ୍ରିଜର ସ୍ଲାବ ଭୁଶୁଡ଼ି ପଡିଥିଲା। ଫଳରେ ୫ଜଣ ଚାପି ହୋଇ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଖବର ପାଇ ଖାନ୍‌ନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛି। ହେଲେ କେଉଁ ପରିସ୍ଥିତିର ନିର୍ମାଣଧୀନ ବ୍ରିଜ ଭୁଶୁଡ଼ିଲା ସ୍ଥାନୀୟ ଲୋକେ ଏହାର ତଦନ୍ତ ଦାବି କରିଛନ୍ତି।

Leave A Reply

Your email address will not be published.