ପ୍ରମୁଖ ଖବର

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ
୧୦ ଶିକ୍ଷକଙ୍କ ଦରମା ବନ୍ଦ କଲେ ବିଇଓ
ଓଡ଼ିଶାରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ
୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ
ରୋଗୀସେବାରେ ସାମିଲ ହେବ ୨୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ଅନେକ ପ୍ରେରଣା ଆଣିଛି ନଭେମ୍ବର ମାସ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେଉଁଝର, ଅନୁଗୋଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ଼, କନ୍ଧମାଳ, ଦେଓଗଡ଼, ନୂଆପଡା, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡା ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଉତ୍ତର ଆଭ୍ୟନ୍ତର ଓଡ଼ିଶା ର ସ୍ଥାନେ ସ୍ଥାନେ କୁଆପଥର ବୃଷ୍ଟି ସମ୍ଭାବନା ରହିଛି। କିଛି ଅଞ୍ଚଳ ରେ ଏହି ସମୟ ରେ ପବନ ର ବେଗ ଘଣ୍ଟା ପ୍ରତି ପ୍ରାୟ ୪୦-୫୦କିମି ରହିପାରେ।

Leave A Reply

Your email address will not be published.