ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେଉଁଝର, ଅନୁଗୋଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ଼, କନ୍ଧମାଳ, ଦେଓଗଡ଼, ନୂଆପଡା, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡା ଜିଲ୍ଲାର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଉତ୍ତର ଆଭ୍ୟନ୍ତର ଓଡ଼ିଶା ର ସ୍ଥାନେ ସ୍ଥାନେ କୁଆପଥର ବୃଷ୍ଟି ସମ୍ଭାବନା ରହିଛି। କିଛି ଅଞ୍ଚଳ ରେ ଏହି ସମୟ ରେ ପବନ ର ବେଗ ଘଣ୍ଟା ପ୍ରତି ପ୍ରାୟ ୪୦-୫୦କିମି ରହିପାରେ।

Leave A Reply

Your email address will not be published.