ନୁଆଦିଲ୍ଲୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସିବେ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଶାହା ୧୦ରେ ଭୁବନେଶ୍ୱରରେ ପହଞ୍ଚି ଜଟଣୀ ଯିବେ। ଜଟଣୀରେ ଫରେନ୍ସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ। ୧୦ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ୧୧ରେ ସମ୍ବଲପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ପରେ ଭୁବନେଶ୍ୱର ଜନତା ମଇଦାନରେ ଶିଳାନ୍ୟାସ କରିବା ସହ ଅଭିଭାଷଣ ଦେବେ ବୋଲି ମନମୋହନ କହିଛନ୍ତି।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା