ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆମ ଆଦମୀ ପାର୍ଟିର ୧୩ କାଉନସିଲର ଦେଲେ ଇସ୍ତଫା

0

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିକୁ ବଡ଼ ଝଟ୍‌କା। ଦିଲ୍ଲୀରେ ଆମ ଆଦମୀ ପାର୍ଟିର ୧୩ ଜଣ କାଉନସିଲର ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ହେମଚନ୍ଦ୍ର ଗୋୟଲଙ୍କ ନେତୃତ୍ୱରେ ଏକ ତୃତୀୟ ସାମ୍ମୁଖ୍ୟ ଦଳ ଗଠନ ହେବାକୁ ଯାଉଛି। ସମସ୍ତ ପୌର ପରିଷଦ ସଦସ୍ୟ ଇସ୍ତଫା ଦେଇ ‘ଇନ୍ଦ୍ରପ୍ରସ୍ଥ ବିକାଶ ପାର୍ଟି’ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦଳର ନେତା ହେବେ ମୁକେଶ ଗୋୟଲ।

ଇସ୍ତଫା ଦେଇଥିବା କାଉନସିଲରଙ୍କ ମଧ୍ୟରେ ଅଛନ୍ତି, ହେମନ ଚାନ୍ଦ ଗୋୟଲ, ଦିନେଶ ଭରଦ୍ୱାଜ, ହିମାନୀ ଜୈନ, ଉଷା ଶର୍ମା, ସାହେବ କୁମାର, ରାଖି କୁମାର, ଅଶୋକ ପାଣ୍ଡେ, ରାଜେଶ କୁମାର, ଅନିଲ ରାଣା, ଦେବେନ୍ଦ୍ର କୁମାର, ହିମାନୀ ଜୈନ।

Leave A Reply

Your email address will not be published.