ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ଚୁକ୍ତି ବାତିଲ୍ କଲା ଆଇଆଇଟି ବମ୍ବେ

0

ମୁମ୍ବାଇ: ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ସଂପର୍କ ଛିନ୍ନ କରିଛି ଆଇଆଇଟି ବମ୍ବେ। ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ଆଇଆଇଟି ବମ୍ବେ ଏନେଇ ବଡ଼ ନିଷ୍ପତ୍ତି ନେଇଛି। ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ହୋଇଥିବା ଚୁକ୍ତି ବାତିଲ୍ କଲା। ଆଇଆଇଟି ବମ୍ବେ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ, ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି ତୁର୍କୀର ବିଶ୍ୱବିଦ୍ୟାଳୟମାନଙ୍କ ସହ ଥିବା ସମସ୍ତ ଚୁକ୍ତି ବାତିଲ କରାଯାଇଛି। ପୂର୍ବରୁ ଆଇଆଇଟି ରୁର୍‌କି, ଜେଏନଯୁ, ଜାମିଆ ମିଲିଆ ଇସଲାମିଆ ତୁର୍କୀ ସହ ଚୁକ୍ତି ବାତିଲ୍ କରିଛନ୍ତି। ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ପାକିସ୍ତାନକୁ ତୁର୍କୀ ଖୋଲା ସମର୍ଥନ କରୁଥିବାରୁ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଫଳରେ ଭାରତ ତୁର୍କୀକୁ ବ୍ୟାନ କରିଛି।

Leave A Reply

Your email address will not be published.