ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

କାଠଯୋଡ଼ିରେ ୨ ଇଞ୍ଜିନିୟର ବୁଡିଯିବା ଘଟଣା; ମିଳିଲା ଆଉ ଜଣଙ୍କ ମୃତଦେହ

0

କଟକ: ଗତକାଲି ଗାଧୋଇବାବେଳେ କଟକ କାଠଯୋଡିରେ ବୁଡି ଯାଇଥିଲେ ୨ ଇଞ୍ଜିନିୟର ନିଖୋଜ ଘଟଣାରେ ରବିବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ସୋମବାର ଆଉ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଇଞ୍ଜିନିୟର୍ ହେଲେ ରୁତିକେସ ମାତାଲ (୨୫) ଏବଂ ଋତିକ୍‌ ବ୍ରିଜନେ (୨୫) । ଉଭୟ ମହାରାଷ୍ଟ୍ରର ବାସିନ୍ଦା ବୋଲି ସୂଚନାରୁ ଜଣାପଡ଼ିଛି।

ସିଡିଏସ୍ଥିତ ବୀରେନ ମିତ୍ର ପାର୍କ ନିକଟରେ ଏହି ଦୁଇ ଯୁବ ଇଞ୍ଜିନିୟର ନଦୀକୁ ଗାଧୋଇବା ପାଇଁ ଯାଇଥିଲେ। ହେଲେ ହଠାତ୍ ଗୋଡ ଖସିଯିବାରୁ ଉଭୟ ବୁଡିଯାଇଥିଲେ । ପରେ ବହୁ ଖୋଜାଖୋଜି ପରେ ଦୁଇ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି କଟକ ଅଗ୍ନିଶମ କର୍ମଚାରୀ। ତେବେ ଗତକାଲି ରୁତିକେସ୍‌ଙ୍କ ମୃତଦେହ ମିଳିଥିବାବେଳେ ଆଜି ଋତିକ୍‌ଙ୍କ ମୃତଦେହ ମିଳିଛି।

Leave A Reply

Your email address will not be published.