ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

୨୭ତାରିଖ ବେଳକୁ ବଙ୍ଗୋପସାଗର ରେ ଲଘୁଚାପ ସୃଷ୍ଟି ସମ୍ଭାବନା

0

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପାଗ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ ବିଜୁଳି ଘଡଘଡି ସହ ଅଳ୍ପ ରୁ ମଧ୍ୟମ ଧରଣ ର ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ, କେଉଁଝର ଜିଲ୍ଲାର କିଛି ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ର ପ୍ରଭାବ ଦେଖିବାକୁ ମିଳିବ। ତେଣୁ ଗରମ ଓ ଗୁଳୁଗୁଳି ପ୍ରଭାବ ହ୍ରାସ ପାଇବ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ। ଓଡ଼ିଶାରେ ଜୁନ ୦୮ ସୁଦ୍ଧା ମୌସୁମୀ ଛୁଇଁପାରେ।

ସେହିପରି ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ତତ୍ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ପରବର୍ତ୍ତୀ ୨-୩ ଦିନରେ ଅଧିକ ଘନୀଭୂତ ହୋଇପାରେ। ଏହି କ୍ଷେତ୍ର ପ୍ରଭାବ ରେ ରାଜ୍ୟରେ ୨୮ ରୁ ବର୍ଷା ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ପୂର୍ବାନୁମାନ- ଅଧ୍ୟାପକ ସାର୍ଥକ ମିଶ୍ର

Leave A Reply

Your email address will not be published.