ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ତେଜ ପ୍ରତାପଙ୍କୁ ପାର୍ଟିରୁ ବହିଷ୍କାର କଲେ ଲାଲୁ ଯାଦବ

0

ବିହାର:ବଡ଼ ପୁଅ ତେଜ ପ୍ରତାପଙ୍କୁ ପାର୍ଟିରୁ ବହିଷ୍କାର କଲେ ଲାଲୁ ପ୍ରସାଦ ଯାଦବ। ବିଶୃଙ୍ଖଳିତ ଆଚରଣ ଅଭିଯୋଗରେ ୬ ବର୍ଷ ପାଇଁ ବହିଷ୍କାର କଲେ ଓ ପରିବାରରୁ ବିଦା ନେଇ ବି ‘ଏକ୍ସ’ରେ ସୂଚନା ଦେଲେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ।

ଆରଜେଡି ମୁଖ୍ୟ ତାଙ୍କ ପୋଷ୍ଟରେ କହିଛନ୍ତି, ‘ବ୍ୟକ୍ତିଗତ ଜୀବନରେ ନୈତିକ ମୂଲ୍ୟବୋଧକୁ ଅଣଦେଖା କରିବା ସାମାଜିକ ନ୍ୟାୟ ପାଇଁ ଆମର ସାମୂହିକ ସଂଘର୍ଷକୁ ଦୁର୍ବଳ କରିଥାଏ।’ ବଡ଼ ପୁଅର କାର୍ଯ୍ୟକଳାପ, ସାର୍ବଜନୀନ ଆଚରଣ ଏବଂ ଦାୟିତ୍ୱହୀନ ଆଚରଣ ଆମ ପାରିବାରିକ ମୂଲ୍ୟବୋଧ ଏବଂ ପରମ୍ପରା ଅନୁଯାୟୀ ନୁହେଁ।

ଲାଲୁ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ଏବେ ତେଜ ପ୍ରତାପଙ୍କର ପରିବାର ଏବଂ ଦଳରେ କୌଣସି ଭୂମିକା ନାହିଁ। ବ୍ୟକ୍ତିଗତ ଜୀବନରେ ନୈତିକ ମୂଲ୍ୟବୋଧକୁ ଅଣଦେଖା କରିବା ସାମାଜିକ ନ୍ୟାୟ ପାଇଁ ଆମର ସାମୂହିକ ସଂଘର୍ଷକୁ ଦୁର୍ବଳ କରିଥାଏ। ବଡ଼ ପୁଅର କାର୍ଯ୍ୟକଳାପ, ସାର୍ବଜନୀନ ଆଚରଣ ଏବଂ ଦାୟିତ୍ୱହୀନ ଆଚରଣ ଆମ ପାରିବାରିକ ମୂଲ୍ୟବୋଧ ଏବଂ ପରମ୍ପରା ଅନୁଯାୟୀ ନୁହେଁ। ତେଣୁ ମୁଁ ତାଙ୍କୁ ଦଳ ଏବଂ ପରିବାରଠାରୁ ଦୂରେଇ ରଖୁଛି। ଏବେଠାରୁ ତାଙ୍କର ଦଳ ଏବଂ ପରିବାରରେ କୌଣସି ପ୍ରକାରର ଭୂମିକା ରହିବ ନାହିଁ।

Leave A Reply

Your email address will not be published.