ପ୍ରମୁଖ ଖବର

ପଶ୍ଚିମବଙ୍ଗରେ ମୁକ୍ତ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ, ନିର୍ବାଚନ କମିଶନଙ୍କ ପ୍ରାଥମିକତା
ଦାଦନ ଶ୍ରମିକ ଯିବାରେ ବଲାଙ୍ଗୀର ଜିଲ୍ଲା ସର୍ବାଗ୍ରେ
ପୁରୀ: ପୋଲିସର ନିର୍ଯାତନା ସହି ନପାରି ଯୁବକଙ୍କ ଆତ୍ମହତ୍ୟା
ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ସିବିଏସଇ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ପ୍ରାର୍ଥନା କଲା ଏନସିଇଆରଟି
କରୁର ଦଳାଚକଟା ମାମଲାରେ ଅଭିନେତା ବିଜୟଙ୍କୁ ପୁଣିଥରେ ସିବିଆଇ ସମନ୍
ଦିଲ୍ଲୀ ଦଙ୍ଗା ମାମଲାରେ ଶର୍ଜିଲ ଇମାମଙ୍କୁ ୧୦ ଦିନ ପାଇଁ ଅନ୍ତରୀଣ ଜାମିନ
ରାଜ୍ୟରେ ଖାଲି ପଡ଼ିଛି ୪,୬୦୭ ଡାକ୍ତର ପଦବୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଶସ୍ତା ହେଲା କମର୍ସିଆଲ୍ ସିଲିଣ୍ଡର

0

ନୂଆଦିଲ୍ଲୀ: କମର୍ସିଆଲ୍ ଏଲପିଜି ଗ୍ୟାସ୍‌ ସିଲିଣ୍ଡର୍ କମିଲା ଦର। ୧୯ କେଜି କମର୍ସିଆଲ୍ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୨୪ ଟଙ୍କା ହ୍ରାସ ପାଇଛି, ଯାହା ଜୁନ୍ ୧ ତାରିଖରୁ ଲାଗୁ ହେବ ଅର୍ଥାତ୍ ଆଜିଠାରୁ ଲାଗୁ ହେଉଛି। ଅଏଲ୍‌ ମାର୍କେଟିଂ କମ୍ପାନୀ ଗୁଡ଼ିକ ଆଜିଠୁ ଏହି ଦର ହ୍ରାସ ନେଇ ଘୋଷଣା କରିଛନ୍ତି । ଫଳରେ ହୋଟେଲ, ରେଷ୍ଟୁରାଣ୍ଟ ଏବଂ ବ୍ୟବସାୟ କ୍ଷେତ୍ରକୁ ଆଶ୍ୱସ୍ତି ପ୍ରଦାନ କରିବ। ଏଥର ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ୧୪.୨ କିଲୋଗ୍ରାମ ଘରୋଇ ଏଲପିଜି ସିଲିଣ୍ଡର ଏହାର ପୁରୁଣା ମୂଲ୍ୟରେ ଉପଲବ୍ଧ ହେବ।

ସୂଚନାଥାଉକି, ତେଲ କମ୍ପାନୀଗୁଡ଼ିକ ପ୍ରତି ମାସର ପ୍ରଥମ ତାରିଖରେ ଏଲପିଜି ସିଲିଣ୍ଡରର ମୂଲ୍ୟ ସମୀକ୍ଷା କରନ୍ତି ଏବଂ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟ, ଟଙ୍କାର ସ୍ଥିତି ଏବଂ ଅନ୍ୟାନ୍ୟ ବଜାର ସ୍ଥିତି ଆଧାରରେ ସେମାନଙ୍କର ମୂଲ୍ୟ ପରିବର୍ତ୍ତନ କରନ୍ତି।

Leave A Reply

Your email address will not be published.