ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବଢିଲା ଓମଫେଡ୍‌ କ୍ଷୀର ଦାମ୍‌

0

ଭୁବନେଶ୍ବର: ଓମଫେଡ୍‌ କ୍ଷୀର ଦାମ୍‌ ବଢ଼ିଛି। ବଜାରକୁ ଏବେ ଏହାର ନୂଆ ଦର ଆସିଛି। ପ୍ରିମିୟମ ଓ ଟୋନେଡ୍‌ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ହୋଇଥିବାବେଳେ ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇଛି। ଏନେଇ ଓମଫେଡ୍‌ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଥାଉକି, ପୂର୍ବରୁ ଜୁନ୍‌ ୧ରେ କ୍ଷୀରର ଦର ବୃଦ୍ଧି ନେଇ ରାଜ୍ୟ ସରକାର ଘୋଷଣା କରିଥିବାବେଳେ ତାହା ଆଜି ଅର୍ଥାତ୍‌ ଶନିବାର(ଜୁନ୍‌ ୨୧)ରୁ ଲାଗୁ ହୋଇଛି। ଫଳରେ ଓମ୍‌ଫେଡ୍‌ କ୍ଷୀର ଲିଟର ପିଛା ୫୨ ଟଙ୍କା ଥିବାବେଳେ ଏବେ ୨ ଟଙ୍କା ବୃଦ୍ଧି ହୋଇ ୫୪ ଟଙ୍କା ହୋଇଛି। ସେହିପରି ଖାଉଟିମାନଙ୍କ ପାଇଁ ଲିଟର ପିଛା ୪ ଟଙ୍କା ବୃଦ୍ଧି ହୋଇଥିବାବେଳେ ଆଉ ୨ ଟଙ୍କା ରାଜ୍ୟ ସରକାର ବହନ କରିବେ।

Leave A Reply

Your email address will not be published.