ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ୍। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ ଏବଂ ନବରଙ୍ଗପୁରରେ ଏମବିବିଏସ୍ କଲେଜ୍ ପ୍ରତିଷ୍ଠା ହେବ।
ସେହିପରି ସମ୍ବଲପୁରର ବୁର୍ଲାରେ, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗୀରରେ ୪ଟି ଡେଣ୍ଟାଲ କଲେଜ ହେବ ଓ ମୟୁରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ ପ୍ରତିଷ୍ଠା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟରେ ନୂଆ ମେଡିକାଲ କଲେଜ ଖୋଲିବା ନେଇ ବଜେଟ ଅନୁମୋଦନ ହୋଇଛି ।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ