ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ୍। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ ଏବଂ ନବରଙ୍ଗପୁରରେ ଏମବିବିଏସ୍ କଲେଜ୍ ପ୍ରତିଷ୍ଠା ହେବ।
ସେହିପରି ସମ୍ବଲପୁରର ବୁର୍ଲାରେ, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗୀରରେ ୪ଟି ଡେଣ୍ଟାଲ କଲେଜ ହେବ ଓ ମୟୁରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ ପ୍ରତିଷ୍ଠା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟରେ ନୂଆ ମେଡିକାଲ କଲେଜ ଖୋଲିବା ନେଇ ବଜେଟ ଅନୁମୋଦନ ହୋଇଛି ।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ