ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ

0

ଯାଜପୁର: ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ। ଡାଇରିଆ ସ୍ଥିତିକୁ ନଜରରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ ଛୁଟି ଘୋଷଣାକୁ ୫ ଦିନ ପାଇଁ ବୃଦ୍ଧି କରାଯାଇଥିଲା। ୨୪ ଯାଏଁ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା।

ତେବେ ସ୍କୁଲ ଖୋଲିବା ନେଇ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସ୍କୁଲଗୁଡ଼ିକୁ ସଫେଇ କରାଯିବା ସହ ଜଳ ବିଶୋଧନ ପରେ ସ୍କୁଲ ଗୁଡିକ ଆଜି ଖୋଲୁଛି। ଜିଲ୍ଲା ଶିକ୍ଷାଧିକରୀ ପ୍ରତି ବ୍ଲକ ଶିକ୍ଷା ଅଧିକାରୀଙ୍କ ସହ ଯୋଗାଯୋଗରେ ରହି ସ୍କୁଲ ଜଳ ବିଶୋଧନକୁ ଗୁରୁତ୍ୱ ଦେଇଛନ୍ତି। ସମୟରେ ଜିଲ୍ଲାପାଳ ମଧ୍ୟ ଏହାକୁ ମନିଟରିଙ୍ଗ୍‌ କରିଛନ୍ତି। ତେବେ ଶିକ୍ଷକମାନେ ସ୍କୁଲ ଆସୁଥିବା ବେଳେ କେବଳ ପିଲାମାନଙ୍କ ପାଇଁ ଛୁଟି ଅବଧି ବୃଦ୍ଧି କରିଥିଲେ ଜିଲ୍ଲାପାଳ।

Leave A Reply

Your email address will not be published.