ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଶରଧାବାଲି ଦଳାଚକଟାର ଭିଡିଓ ମାଗିଲେ ଅନୁ ଗର୍ଗ

0

ପୁରୀ: ପୁରୀ ଶରଧାବାଲିରେ ଘଟିଥିବା ଦଳାଚକଟା ସମୟର ଭିଡିଓ କିମ୍ବା ତଥ୍ୟ ଯାହା ପାଖରେ ଅଛି ଦେବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି। ଶରଧାବାଲି ଦଳାଚକଟାର ତଦନ୍ତକାରୀ ଅଧିକାରୀ ଅନୁ ଗର୍ଗଙ୍କ ଏହି ଅପିଲ କରିଛନ୍ତି। ଲୋକଙ୍କ ପାଖରେ ତଥ୍ୟ ଏବଂ ଭିଡିଓ ଥିଲେ [email protected] ମେଲ୍‌ରେ ପଠାଇବାକୁ ଅନୁରୋଧ କରିଛନ୍ତି।

ତଦନ୍ତକାରୀ ଅଧିକାରୀ ଗର୍ଗ କହିଛନ୍ତି, ଅନେକ ଲୋକ ଦଳାଚକଟା ସମୟର ଭିଡିଓ କରିଥିଲେ। ଯେ କେହି ଭେଟି ତଥ୍ୟ ଦେବାକୁ ଚାହୁଁଛନ୍ତି ରାଜ୍ୟ ଅତିଥି ଭବନ ଭୁବନେଶ୍ବର ଓ ପୁରୀ ସ୍ପେଶାଲ ସର୍କିଟ ହାଉସରେ ଦେଇପାରିବେ ବୋଲି ଗର୍ଗ କହିଛନ୍ତି। ଏସବୁ ଭିଡିଓ ତଦନ୍ତରେ ସହଯୋଗ କରିବ। ବର୍ତ୍ତମାନ ତଦନ୍ତକୁ ନେଇ ଏବେଠୁ କହିହେବ ନାହିଁ ବୋଲି ସେ କହିଛନ୍ତି।

Leave A Reply

Your email address will not be published.