ସୋନପୁର: ସୋନପୁର ଜିଲା ବିନିକା ବ୍ଲକ କଂସାରୀପଡ଼ା ବାହୁଡ଼ାଯାତ୍ରାରେ ବଡ଼ ଅଘଟଣ ଘଟିଛି। ରଥ ଚକାରେ ଚାପିହୋଇ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ,୪ ଜଣ ଆହତଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତମାନଙ୍କୁ ବିନିକା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଅଘଟଣକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା