ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ; ୫ ଗିରଫ

0

ଭୁବନେଶ୍ବର: ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ। ମୈତ୍ରୀବିହାର ଥାନା ଅଞ୍ଚଳରେ କାରବାର ବେଳେ ଧରିଛି ପୋଲିସ। ୨୫୪ ଗ୍ରାମ୍‌ ବ୍ରାଉନ୍‌ସୁଗାର ସହ ତିନୋଟି ବାଇକ୍‌ ଓ ୩ ହଜାର ଟଙ୍କା ଜବତ କରିଛି ପୋଲିସ।

ପୋଲିସ ଅତର୍କିତ ଚଢ଼ଉ କରି ୨୫୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ପୋଲିସ ଅତର୍କିତ ଚଢ଼ଉ କରି ୨୫୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ମୁଖ୍ୟ ଅଭିଯୁକ୍ତ ରାଜେନ୍ଦ୍ର ମହାପାତ୍ର ଏବଂ ଶିବାନନ୍ଦ ସହ ଗିରଫ ସମ୍ପଦ କୁମାର ଦାସ, ମଲ୍ଲିକ ସଇଦ ଅଲ୍ଲୀ, ସଦାଶିବ ଜଗଦେବ।
୫ ଅଭିଯୁକ୍ତଙ୍କ ଭିତରୁ ଜଣେ ହେଉଛି ରାଜେନ୍ଦ୍ର ମହାପାତ୍ର ,ତାଙ୍କର ନାଁରେ ୨ ଟି ମାମଲା ରହିଛି। ଶିବାନନ୍ଦ ନାଁରେ ମଧ୍ୟ ଜଟଣୀ ଥାନା ଅଧୀନରେ ରହିଛି ଅପରାଧିକ ମାମଲା ରୁଜୁ ହୋଇଛି। ମୈତ୍ରୀବିହାର ସାଲିଆ ସାହି ନିକଟରେ ଧଳା ଜହର କାରବାର ପାଇଁ ଏମାନେ ଲୁଚି ଥିବାବେଳେ ପୋଲିସ ସେମାନଙ୍କୁ ମାଡ଼ି ବସିଥିଲା।

Leave A Reply

Your email address will not be published.